ଆଜିର ଖବର ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ ଭୁବନେଶ୍ୱର: ଓଡ଼ିଶାର ଗ୍ରାମାଞ୍ଚଳ ଭିତ୍ତିଭୂମିର ସୁଦୃଢ଼ୀକରଣ ଏବଂ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକର ସଶକ୍ତିକରଣ ପାଇଁ ଚଳିତ ବଜେଟ୍ରେ ରାଜ୍ୟ ସରକାର ଅଭୂତପୂର୍ବ ଗୁରୁତ୍ୱ ପ୍ରଦାନ କରିଛନ୍ତି। ଆଜି ସନ୍ଧ୍ୟାରେ…