ଗ୍ରାମ୍ୟ ଅର୍ଥନୀତି

ନୂଆଦିଲ୍ଲୀ: ଗ୍ରାମ୍ୟ ଅର୍ଥନୀତିକୁ ସୁଦୃଢ କରିବା ପାଇଁ ପ୍ରାଣୀଧନ କ୍ଷେତ୍ରରେ ସମ୍ପୃକ୍ତ ଉଦ୍ୟୋଗୀଙ୍କୁ ଋଣ ଯୋଗାଣ ସୁନିଶ୍ଚିତ କରିବାକୁ ସରକାର କ୍ରେଡିଟ୍ ଗ୍ୟାରେଣ୍ଟି ଯୋଜନା ଆରମ୍ଭ କରିଛନ୍ତି।…