ନିର୍ବାଚନ ଖବର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବୃଦ୍ଧି ହେଲା ଗ୍ରାମ୍ୟ ସାଧନ କର୍ମୀଙ୍କ ଦୈନିକ ପାରିଶ୍ରମିକ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀ (Village Resource Persons) ମାନଙ୍କର ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି ।…