ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ନୂଆ ଗ୍ରୀଡ ସବ୍ଷ୍ଟେସନ ଲୋକାର୍ପିତ: ଉପକୃତ ହେବେ ରାଜ୍ୟର ୨.୨ ଲକ୍ଷ ଲୋକ ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟର ୮ଟି ଜିଲ୍ଲାରେ ୮ଟି Extra High Voltage Grid Substation ଲୋକାର୍ପିତ କରିଛନ୍ତି। ଏହିସବୁ ସ୍ଥାନ ଗୁଡିକ…