ଗ୍ରୀନଫିଲ୍ଡ ଡିପଡ୍ରାଫ୍ଟ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ମହାରାଷ୍ଟ୍ରର ଦହାନୁ ନିକଟବର୍ତ୍ତୀ ବଧାବନଠାରେ ଏକ ବୃହତ୍ ବନ୍ଦର ପ୍ରତିଷ୍ଠାକୁ ମଞ୍ଜୁରୀ ମିଳିଛି।…