ଜାତୀୟ ଖବର ଗ୍ରୀଷ୍ମ ପାଇଁ ଶିକ୍ଷା ଅନୁଷ୍ଠାନ, ଅଫିସ, ଜନସାଧାରଣଙ୍କ ପାଇଁ ରାଜ୍ୟ ସରକାର ଜାରୀ କଲେ ପରାମର୍ଶ ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ଗରମ ପ୍ରବାହ ଆରମ୍ଭ ହୋଇଗଲାଣି। ମାଘ ମାସରେ ଯେପରି ଗରମ ହେଉଛି ସେଥିରୁ ଜଣାପଡିଛି ଯେ, ଗ୍ରୀଷ୍ଣ ଋତୁରେ କଣ ହେବ ପରିସ୍ଥିତି।…