ଆଜିର ଖବର ଦକ୍ଷିଣ ଆଫ୍ରିକା ଓ ଗ୍ରୀସ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ଅଧ୍ୟକ୍ଷତାରେ ଜୋହାନ୍ସବର୍ଗଠାରେ ଆୟୋଜିତ ୧୫ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସାଙ୍କ ନିମନ୍ତ୍ରଣକ୍ରମେ ମୁଁ ୨୨-୨୪…