ରାଜ୍ୟ ଖବର ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର ଧର୍ମଶାଳା: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ଅରାବଳ ପଞ୍ଚାୟତର ଅରାବଳ ଗ୍ରାମରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସକାଳ ଜଳଖିଆ ପ୍ରସ୍ତୁତ କରୁଥିବା…