ଘଡଘଡି ବର୍ଷା

ଭୁବନେଶ୍ଵର: ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘଡଘଡି ବର୍ଷା ଲାଗିରହିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓଡିଶାରେ ବର୍ଷାର…