ଆଜିର ଖବର ଆତ୍ମନିର୍ଭର ଭାରତ ଅଭିଯାନରେ ଘରୋଇ ଉତ୍ପାଦନକୁ ପ୍ରୋତ୍ସାହନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ୧୧,୦୦୦ କୋଟି ଟଙ୍କାର ଆର୍ଥିକ ବ୍ୟୟବରାଦ ସହିତ “ନିର୍ମାଣ ଏବଂ ଭିତ୍ତିଭୂମି ଉପକରଣ (ସିଆଇଇ) ଉତ୍ପାଦନ…