ଆଜିର ଖବର ବଙ୍ଗୋବ ସାଗରରେ ଘୂର୍ଣ୍ଣିବଳୟ ହେଲା ସକ୍ରିୟ, ଆଜି ରାଜ୍ୟର ୧୫ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ ଭୁବନେଶ୍ବର: ବଙ୍ଗୋବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣ ବଳୟ ସକ୍ରିୟ ହେବାରେ ଲାଗିଛି। ଫଳରେ ଏହାର ପ୍ରଭାବରେ ରାଜ୍ୟର ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି…