ଆଜିର ଖବର ଅମ୍ଳଜାନ ପାଇଁ ସବୁ ମୁଖ୍ୟମନ୍ତ୍ରୀଙ୍କୁ ସାହାଯ୍ୟ ମାଗିଲେ କେଜ୍ରିୱାଲ ନୂଆଦିଲ୍ଲୀ: କରୋନା ସଂକ୍ରମଣ ବଢିବା ସହିତ ଦିଲ୍ଲୀରେ ଏବେ ଅମ୍ଳଜାନର ଘୋର ଅଭାବ ଦେଖାଯାଉଛି। ସେଥିପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦେଶର ସବୁ ମୁଖ୍ୟମନ୍ତ୍ରୀମାନଙ୍କୁ ସାହାଯ୍ୟ…