ଆଞ୍ଚଳିକ ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ଚକ୍ଷୁ ପରୀକ୍ଷା ଏବଂ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର ସୀତାରାମ ଅଗ୍ରୱାଲ ବାଣପୁର: ଆଜି ବାଣପୁର-ବାଲୁଗାଁ ରୋଟାରୀ କ୍ଳବ ଓ ଗୋଦାବରୀଶ ମହାବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ ଓ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସହଯୋଗରେ ମହାବିଦ୍ୟାଳୟ ପରିସରରେ…