ଆଜିର ଖବର ମାନସ ମଙ୍ଗରାଜଙ୍କ ଆଶୁ ଆରୋଗ୍ୟ କାମନା କରି ଚଣ୍ଡେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା ସୀତାରାମ ଅଗ୍ରୱାଲ ଚିଲିକା: ରାଜ୍ୟରେ କୋରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। କୋରୋନା ଭୂତାଣୁ ଦ୍ଵାରା କୋରୋନା ଯୋଦ୍ଧା, ବିଧାୟକ, ସାଂସଦମାନେ ମଧ୍ୟ ସଂକ୍ରମିତ ହେଉଛନ୍ତି।…