ଚତୁର୍ଥ ଲହର

ଭୁବନେଶ୍ଵର: ଦେଶରେ ପୁଣିଥରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିବାରେ ଲାଗିଛି। ଅନ୍ୟ ରାଜ୍ୟ ଅପେକ୍ଷା ରାଜଧାନୀ ଦିଲ୍ଲୀରେ କୋରୋନା ସଂକ୍ରମଣ ଉପର ମୁହାଁ ହେବାରେ ଲାଗିଛି।…