ଆଜିର ଖବର ରାଜ୍ୟରେ ୧ ହଜାର ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଭୁବନେଶ୍ବର: ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ତଳକୁ ଖସିଛି। ରାଜ୍ୟରେ ଆଜି ୮୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ…