ରାଜ୍ୟ ଖବର ଚଳନ୍ତା ବସ୍ରେ ଭୟଙ୍କର ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୬୦ରୁ ଅଧିକ ଯାତ୍ରୀ ଅନୁଗୁଳ: ଅନୁଗୁଳ ଜିଲ୍ଲାର ପାଲଲହଡ଼ା ଅଞ୍ଚଳରେ ଆଜି ଏକ ବଡ଼ ଅଘଟଣ ଅଳ୍ପକେ ଟଳିଯାଇଛି। ରାଉରକେଲାରୁ ପାରାଦୀପ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍ରେ ହଠାତ୍ ନିଆଁ ଲାଗିଯାଇଥିଲା।…