ଆଜିର ଖବର ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ମେମୁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ ଭୁବନେଶ୍ୱର: ଖୋର୍ଦ୍ଧା ରୋଡ୍ ଡିଭିଜନ ଅନ୍ତର୍ଗତ ବ୍ରହ୍ମପୁର–ରମ୍ଭା ଡାଉନ୍ ଲାଇନ୍ ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୂର୍ବତଟ ରେଳପଥ ପକ୍ଷରୁ ନିର୍ଦ୍ଧାରିତ ତାରିଖଗୁଡ଼ିକରେ ଦୁଇଟି…