ଆଜିର ଖବର ତ୍ରୟୋଦଶୀରେ ଛଅ ଶାସନର ନିମନ୍ତ୍ରଣ ଗ୍ରହଣ କଲେ ମା’ଭଗବତୀ, ଚତୁର୍ଦ୍ଦଶୀରୁ ଚ଼ାଚ଼େରୀ ଭୋଗ ଆରମ୍ଭ ବାଣପୁର (ସୀତାରାମ ଅଗ୍ରୱାଲ): ଓଡ଼ିଶାର ପୁରପଲ୍ଲୀରେ ଫାଲ୍ଗୁନ ଶୁକ୍ଳ ଦଶମୀଠାରୁ ଦୋଳଯାତ୍ରା ଆରମ୍ଭ ହୋଇ ଚୈତ୍ର କୃଷ୍ଣ ଏକାଦଶୀ ଯାଏ ଚାଲେ। ଏହି ସମୟରେ ମନ୍ଦିରରେ ବିଜେ…