ଆଞ୍ଚଳିକ ଚ଼ିଲିକା ପଞ୍ଚାୟତ ସମିତି ଅଧିବେଶନରେ ଯୋଗଦେଲେ ଆଇନ ମନ୍ତ୍ରୀ, ପୁରୀ ସାଂସଦ ବାଲୁଗାଁ: ଆଜି ପୂର୍ବାହ୍ନରେ ଚ଼ିଲିକା ବ୍ଲକ ସଭାଗୃହରେ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରାଙ୍କ ଅଧ୍ୟକ୍ଷତାରେ ଚ଼ିଲିକା ପଞ୍ଚାୟତ ସମିତିର ଷଷ୍ଠ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଅଧିବେଶନରେ…