ଆଜିର ଖବର ବାଲେଶ୍ଵର: ଭୂପୃଷ୍ଠରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ମଧ୍ୟମ ଦୂରଗାମୀ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ବାଲେଶ୍ଵର: ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ଓଡ଼ିଶା ଉପକୂଳ ଚାନ୍ଦୀପୁରସ୍ଥିତ ସମନ୍ବିତ ପରୀକ୍ଷଣ ଘାଟୀରୁ ମଧ୍ୟମ ଦୂରତାବିଶିଷ୍ଟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି।…