ବିଶେଷ ଖବର ଜଗନ୍ନାଥ ସଂସ୍କୃତି ଗବେଷକ ତଥା ପ୍ରବଚକ ଚାରଣ ରାମଦାସଙ୍କ କରୋନାରେ ପରଲୋକ ଭୁବନେଶ୍ବର, ପ୍ରଖ୍ୟାତ ପ୍ରବଚକ ତଥା ଜଗନ୍ନାଥ ସଂସ୍କୃତି ଗବେଷକ ଚାରଣ ରାମଦାସଙ୍କର କରୋନାରେ ପରଲୋକ ହୋଇଛି। ସେ କିଛିଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ।…