ଆଞ୍ଚଳିକ ବାଲୁଗାଁ ନିକଟସ୍ଥ ଚାଷଙ୍ଗରା ଡାକ୍ତରଖାନାରୁ ଲକ୍ଷାଧିକ ଟଙ୍କାର ଜିନିଷ ଚୋରୀ, ପୋଲିସ ତଦନ୍ତ ଆରମ୍ଭ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ବାଲୁଗାଁ ନିକଟସ୍ଥ ଚାଷଙ୍ଗରା ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପରିସରରୁ ଗତକାଲି ବିଳମ୍ବିତ ରାତ୍ରିରେ ବଡ଼ ଧରଣର ଚୋରି…