ଆଜିର ଖବର ଚାଷୀ ସଚେତନତା ରଥକୁ ଶୁଭାରମ୍ଭ କଲେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଆଜି ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଚାଷୀଙ୍କ ନିମନ୍ତେ ସଚେତନତା ରଥକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଶୁଭାରମ୍ଭ କରିଛନ୍ତି। ଚଳିତ ଖରିଫ୍ ଧାନ ସଂଗ୍ରହ କାର୍ଯ୍ୟକ୍ରମ…