ଆଜିର ଖବର କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ୧ ଲକ୍ଷ ସହାୟତା: କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି ଭୁବନେଶ୍ବର: ଓଡିଆ କଣ୍ଠ ଶିଳ୍ପୀ ତପୁ ମିଶ୍ରଙ୍କ ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ସହାୟତା ଘୋଷଣା କରାଯାଇଛି। ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ତପୁ ମିଶ୍ରଙ୍କୁ…