ଚିରସ୍ଥାୟୀ ଆଦର୍ଶକୁ ସମ୍ମାନ

ନୂଆଦିଲ୍ଲୀ: ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଅବସରରେ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଆଜି ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ସ୍ୱତନ୍ତ୍ର ସ୍ମୃତିଚାରଣ ସମାରୋହ…