ଆଜିର ଖବର ଚିଲିକା ଆସୁଛନ୍ତି ଜେ ପି ନଡ୍ଡା, ସୁରକ୍ଷା ପାଇଁ ୭ ପ୍ଲାଟୁନ ପୋଲିସ, ବାଣପୁର ବଜାର ବନ୍ଦ ସୀତାରାମ ଅଗ୍ରୱାଲ ବାଣପୁର: ଆସନ୍ତାକାଲି ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ବିଧାନସଭାର ବାଣପୁର ପଲଟନ ପଡିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ…