ଚିଲିକା ବିଧାୟକ ଗୁରୁତର

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ବିଜେପି କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗୁରୁତର ହୋଇପଡିଛନ୍ତି।…