ଆଞ୍ଚଳିକ ବାଲୁଗାଁ: ଚିଲିକା ରାଣୀ ମଧ୍ୟ ଇଂରାଜୀ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ବାଲୁଗାଁ: ଚିଲିକା ରାଣୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ବାଲୁଗାଁରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରାୟ ୫ ଦିନ ଧରି ବିଦ୍ୟାଳୟରେ କ୍ରୀଡା ଉତ୍ସବ ପାଳିତ…