ଆଜିର ଖବର ଚିଲିକାରେ ପ୍ରାର୍ଥୀ ପରିବର୍ତ୍ତନ କରିବା ପାଇଁ କଂଗ୍ରେସ ଭବନରେ ଧାରଣା ଦେଲେ ମିନାକ୍ଷୀଙ୍କ ସମର୍ଥକ ଭୁବନେଶ୍ବର: ଚିଲିକା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ପ୍ରଦୀପ ସ୍ବାଇଁଙ୍କୁ ପରିବର୍ତ୍ତନ କରିବା ପାଇଁ ଦାବୀ ହୋଇଛି। ଚିଲିକାର ଅନ୍ୟତମ କଂଗ୍ରେସ ନେତ୍ରୀ ମିନାକ୍ଷୀଙ୍କ ସମର୍ଥକମାନେ ଆସି…