ଆଜିର ଖବର ଅଣ୍ଡା, ଛତୁଆ ପରେ ଏବେ ଚୁନା ମାଛ : ଏଣିକି ଅଙ୍ଗନବାଡି କେନ୍ଦ୍ରରେ ପିଲାକୁ ମିଳିବ ଚୁନା ମାଛ ଭୁବନେଶ୍ୱର: ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାଙ୍କୁ ମିଳିବ ଚୁନା ମାଛ। ଅଙ୍ଗନଓ୍ବାଡି ପିଲାଙ୍କୁ ସୁଷମ ଖାଦ୍ୟ ଦିଆଯାଉଥିଲା। ତେବେ ପୃଷ୍ଟି ପାଇଁ ସେମାନଙ୍କୁ ଅଣ୍ଡା, ଛତୁଆ ଦିଆଯାଉଥିବା ବେଳେ…