ଚୁଲବୁଲି ନାୟିକା ଲିପି

ଭୁବନେଶ୍ବର: ଦଶହରା ଉପଲକ୍ଷେ ମୁକ୍ତିଲାଭ କରିବାକୁ ଯାଉଥିବା ନୂଆ ଓଡ଼ିଆ ଚଳଚ୍ଚିତ୍ର ଚ୍ୟାଲେଞ୍ଜରେ ଅଭିନେତା ଅର୍ଦ୍ଧେନ୍ଦୁ ସାହୁ ଭଉଣୀ ଭୂମିକାରେ ନଜର ଆସିବେ ଅଭିନେତ୍ରୀ ଲିପି ମହାପାତ୍ର।…