ଆଜିର ଖବର ୪୫ତମ ଚେସ୍ ଅଲମ୍ପିଆଡରେ ସ୍ୱର୍ଣ୍ଣ ପଦକ ଜିତି ଥିବାରୁ ଭାରତୀୟ ଖେଳାଳିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ୪୫ତମ ଚେସ୍ ଅଲମ୍ପିଆଡରେ ଉଭୟ ଓପନ ଓ ମହିଳା ବର୍ଗରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ଭାରତୀୟ ଖେଳାଳିମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି।…