ଆଜିର ଖବର ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ ଏକ ବଡ଼ ମାନବ ଚୋରାଚାଲାଣ ରାକେଟ୍ର ପର୍ଦ୍ଦାଫାଶ କରିଛି ଅଡବା ପୁଲିସ। ଚାକିରି ଦେବାର ପ୍ରଲୋଭନ ଦେଖାଇ ଯୁବତୀମାନଙ୍କୁ ହାଇଦ୍ରାବାଦକୁ ନେଇ ବିକ୍ରି…