ଅପରାଧ ରେଢ଼ାଖୋଲରେ ଚୋରି ମାମଲାର ପର୍ଦ୍ଦାଫାଶ: ୨ ଗିରଫ, ବିପୁଳ ସାମଗ୍ରୀ ଜବତ ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ପକ୍କା ଘରୁ ତାଲା ଭାଙ୍ଗି ଚୋରି କରିବା ଅଭିଯୋଗରେ ପୋଲିସ…