ଜାତୀୟ ଖବର ଚୌରୀଚୌରାର ଶହୀଦମାନଙ୍କୁ ଯଥାର୍ଥ ମାନ୍ୟତା ମିଳିନାହିଁ ବୋଲି କହିଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, ଚୌରୀଚୌରାର ଶହୀଦମାନଙ୍କୁ ଇତିହାସର ପୃଷ୍ଠାରେ ଯଥାର୍ଥ ମାନ୍ୟତା ମିଳି ନ ଥିବା ନେଇ ପ୍ରଧାନମନ୍ତ୍ରୀ କ୍ଷୋଭପ୍ରକାଶ କରିଛନ୍ତି । ଲୋକଲୋଚନ ଅନ୍ତରାଳରେ ରହିଯାଇଥିବା ସ୍ୱାଧୀନତା ସଂଗ୍ରାମୀମାନଙ୍କ…