ଆଜିର ଖବର ଜୀ ସାର୍ଥକରେ ଜାନୁଆରୀ ୧୧ ସନ୍ଧ୍ୟା ୬:୩୦ ରେ ୱାର୍ଲଡ ଟିଭି ପ୍ରିମିଅର ହେବ ଓଡ଼ିଆ ଫିଲ୍ମ “ଚ୍ୟାଲେଞ୍ଜ” ଭୁବନେଶ୍ଵର: ଦଶହରା ଉପଲକ୍ଷେ ବଡ଼ ପରଦାରେ ମୁକ୍ତିଲାଭ କରିଥିଲା ଓଡ଼ିଆ ଫିଲ୍ମ “ଚ୍ୟାଲେଞ୍ଜ”, ଯାହା ସାରା ଓଡ଼ିଶାରେ ବେଶ୍ ଲୋକାଦୃତ ହେବା ସହ ସୁପରହିଟ୍ ଡୁପରହିଟ୍ ଫିଲ୍ମର…