ଆଜିର ଖବର ଅଦିନିଆ ବର୍ଷାରେ ଫସଲ କ୍ଷତି ଯୋଗୁଁ ଚାଷୀଙ୍କ ଆତ୍ମହତ୍ୟା ବ୍ରହ୍ମପୁର: ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ବଡ଼ମାଧପୁର ପଞ୍ଚାୟତ ଅଧୀନ ବରଙ୍ଗ ଗାଁର ଜଣେ ଚାଷୀ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଚାଷୀ ଜଣକ…