ଅପରାଧ ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା: ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି। ଗତ ୧୫ ତାରିଖରେ…