ଆଜିର ଖବର ଶ୍ରେଣୀଗୃହରେ ଛାତ୍ରୀଙ୍କ ଆକସ୍ମିକ ମୃତ୍ୟୁ ଆଳି: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ରାଜକନିକା କମଳା ଆଦର୍ଶ ବାଳିକା ଉଚ୍ଚ ବିଦ୍ୟାଳୟରେ ପାଠପଢ଼ା ଚାଲିଥିବା ସମୟରେ ଶ୍ରେଣୀଗୃହ…