ଆଜିର ଖବର ଛାତ୍ରୀ ଆତ୍ମହୁତି ଘଟଣା ପ୍ରସଙ୍ଗରେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଘେରାଉ କଲା ଯୁବ ଓ ଛାତ୍ର କଂଗ୍ରେସ ଭୁବନେଶ୍ୱର: ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ପ୍ରସଙ୍ଗରେ ଆଜି ପ୍ରଦେଶ ଯୁବ କଂଗ୍ରେସ ଓ ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ମିଳିତ…