ଆଜିର ଖବର ଏକ ଭାରତ ଶ୍ରେଷ୍ଠ ଭାରତ ଅଧୀନରେ ଛାତ୍ର ବିନିମୟ କାର୍ଯ୍ୟକ୍ରମ: ମହାରାଷ୍ଟ୍ର ଯିବେ ୨୫ ଓଡ଼ିଆ ଛାତ୍ରଛାତ୍ରୀ ଭୁବନେଶ୍ବର: ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମ ଅଧୀନରେ ଛାତ୍ରଛାତ୍ରୀ ବିନିମୟ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ମହାରାଷ୍ଟ୍ର ଏବଂ ଓଡ଼ିଶା ଏହି କାର୍ଯ୍ୟକ୍ରମ ଅଧୀନରେ ସହଯୋଗୀ…