ଆଜିର ଖବର ୧୬ ଜିଲ୍ଲାକୁ ସତର୍କ ସୂଚନା: ବାତ୍ୟା ଆଶଙ୍କାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ ଭୁବନେଶ୍ୱର: ରାଜ୍ୟରେ ପୁଣି ଏକ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟର କଳାବାଦଲ ମାଡ଼ି ଆସୁଛି। ଏକ ଶକ୍ତିଶାଳୀ ବାତ୍ୟା ଉପକୂଳ ମୁହାଁ ହେଉଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ…