ଆଜିର ଖବର ବୈତରଣୀରେ ବଢୁଛି ଜଳସ୍ତର: ଛୋଟ ବନ୍ୟା ଆଶଙ୍କା; ବଡ଼ ବନ୍ୟା ସମ୍ଭାବନା ନାହିଁ ଯାଜପୁର : ଲଗାଣ ବର୍ଷା ପ୍ରଭାବରେ ବୈତରଣୀ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଯାଜପୁର ଜିଲ୍ଲାର କିଛି ତଳିଆ ଅଞ୍ଚଳରେ ଛୋଟ ବନ୍ୟା…