ଜାତୀୟ ଖବର କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକ: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି କଟକର ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦଘାଟନ କରିଛନ୍ତି।କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି ଯେ ଓଡ଼ିଶା ଜ୍ଞାନ, ସଂସ୍କୃତି,…