ବିଶେଷ ଖବର କୁଲତା ସମାଜର ଧର୍ମଶାଳା ପାଇଁ ପୁରୀରେ ଜାଗା ଓ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି।…