ଆଜିର ଖବର ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଓକିଲ ସଂଘର ନବନିର୍ବାଚିତ ସଭାପତି ଜଗନ୍ନାଥ ଭୋଳଙ୍କ ନେତୃତ୍ୱରେ ଓକିଲ ସଂଘର ଅନେକ ସଦସ୍ୟ ସ୍ଥାନୀୟ ବିଧାୟକ ତଥା…