ଜଗା ମୋ ଜଗତଜିତା

ଭୁବନେଶ୍ଵର: ଜଗତର ନାଥ ଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ଜୀ ସାର୍ଥକ ଓଡିଆ ଦର୍ଶକଙ୍କ ମନ ଜାଣି ନେଇ ଆସୁଛି ଭକ୍ତ ଓ ଭଗବାନଙ୍କ ମିଳନର କାହାଣୀର ଚଳଚ୍ଚିତ୍ର…