ଅପରାଧ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଜଟଣୀ ମ୍ୟୁନ୍ସିପାଲଟି ଅଧିକାରୀଙ୍କ ୧୦ ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଖୋର୍ଦ୍ଧା: ପୁଣି ଜଣେ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ଆଜି ସକାଳୁ ଖୋର୍ଦ୍ଧା ଜିଲ୍ଲା ଜଟଣୀ ମ୍ୟୁନ୍ସିପାଲଟିର କାର୍ଯ୍ୟ ନିର୍ବାହୀ ଅଧିକାରୀ ଭିଜିଲାନ୍ସ ଜାଲରେ…