ଆଜିର ଖବର ଓଡ଼ିଶା ଉପକୂଳରୁ ଏସଏଫଡିଆର ଜ୍ଞାନକୌଶଳର ସଫଳ ପରୀକ୍ଷା କଲା ଡିଆରଡିଓ ବାଲେଶ୍ଵର: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ‘ସଲିଡ୍ ଫୁଏଲ୍ ଡକ୍ଟେଡ୍ ରାମଜେଟ୍’ (ଏସଏଫଡିଆର) ବୁଷ୍ଟର ଜ୍ଞାନକୌଶଳର ସଫଳ ପରୀକ୍ଷଣ ସମ୍ପନ୍ନ ହୋଇଛି। ଓଡ଼ିଶା…